ପୁଅକୁ ହାଣିଲା ବାପା

ରେଢ଼ାଖୋଲ: କୁରାଢ଼ିରେ ପୁଅକୁ ହାଣିଲା ବାପା । ରେଢ଼ାଖୋଲ ଥାନା କଦଳୀଗଡ ପଞ୍ଚାୟତ ଅନ୍ତର୍ଗତ ଘୁଙ୍ଗୀନାଳିରେ ଘଟିଛି ଘଟଣା । ପାରିବାରିକ କଳହକୁ ନେଇ ନୃଶଂସ ଭାବେ ପୁଅକୁ ହାଣିଛି ବାପା । ନିଜ ଜନ୍ମ କଲା ପୁଅକୁ ନିର୍ମମ ଭାବେ ହାଣିବାର ଆସିଛି ଚିତ୍ର ।

ଗାଁର ରାଜେନ୍ଦ୍ର ଲୋଇ ଓ ମଝିଁଆ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଛେଳି ଚରାଇବାକୁ ନେଇ ଝଗଡା ହୋଇଥିଲା । ଏଥିରେ ରାଜେନ୍ଦ୍ର ଅତି ରାଗିଯାଇ ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ପୁଣି ଝଗଡା କରିଥିଲେ । ଶେଷରେ ଏକ ଧାରୁଆ ଟାଙ୍ଗିଆ ସାହାଯ୍ୟରେ ପୁଅ ମନୋଜର ଡାହାଣ ପଟ କାନ୍ଧରେ ହାଣି ପକାଇ ଥିଲେ । ଏଥିରେ ମନୋଜର କାନ୍ଧରେ ଗଭୀର କ୍ଷତ ହୋଇଥିଲା ଓ ସେ ଗୁରୁତର ଅବସ୍ଥାରେ ତଳେ ପଡିଯାଇ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

  • Related Posts

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମୋହନା: ପୁଣି ଗୁଣି ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟାକରି ଜଙ୍ଗଲରେ ପୋତି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁସୁମପୁର ଗାଁରେ । ମୃତକ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ।…

    ଚାଞ୍ଚଲ୍ୟକର ପ୍ରତିକ୍ରିୟା:ବୋଲି ଝିଅ ନିଜେ ଆତ୍ମହତ୍ୟା କରିଛି

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଛାତ୍ରୀ ପୋଡ଼ି ଘଟଣାରେ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି ମୃତ ଛାତ୍ରୀଙ୍କ ବାପା । ସେ କହିଛନ୍ତି, ମୋ ଝିଅ ବାନ୍ଧି ହୋଇ ପୋଡ଼ି ମରିଥିବା ମୁଁ ଅନୁମାନ କରୁଛି । ତାର ବାନ୍ଧି ହୋଇ ପୋଡ଼ି…

    Leave a Reply

    Your email address will not be published. Required fields are marked *

    You Missed

    MoU signed to foster Bio-economy in state

    Odisha Eyes Greener Roads: Plastic Waste to Pave the Way

    Pavitra Mohan Pradhan Medical College (PMPMC) will have 200 MBBS students in 2025-26

    ନାଟର ଗୋବର୍ଦ୍ଧନ ଅପରାଜିତା

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”