ପୂର୍ବତନ ଜିଲାପାଳଙ୍କ ବିରୋଧରେ ଏନବିଡବ୍ଲ୍ୟୁ

ମାଲକାନଗିରି : ମାଲକାନଗିରି ଜିଲାର ପୂର୍ବତନ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା(ଏନବିଡବ୍ଲ୍ୟୁ) ଜାରି ହୋଇଛି। ମାଲକାନଗିରି ଏସଡିଜେଏମ କୋର୍ଟ ମନୀଷ ଏବଂ ଅନ୍ୟ ୩ ଜଣଙ୍କ ବିରୋଧରେ ଏହି ଏନବିଡବ୍ଲ୍ୟୁ ଜାରି କରିଛନ୍ତି।

ସୂଚନା ଅନୁସାରେ, ୨୦୧୯ରେ ମନୀଷ ମାଲକାନଗିରି ଜିଲାର ଜିଲାପାଳ ଥିଲେ। ତାଙ୍କ ବ୍ୟକ୍ତିଗତ ସହାୟକ ଥିଲେ ଦେବ ନାରାୟଣ ପଣ୍ଡା। ୨୦୧୯ ଡିସେମ୍ବର ୨୭ରେ ଦେବନାରାୟଣ ହଠାନ ନିଖୋଜ ହୋଇଯାଇଥିଲେ। ଏହା ପରଦିନ ତାଙ୍କ ମୃତଦେହ ସତୀଗୁଡ଼ା ଜଳଭଣ୍ଡାରରୁ ମିଳିଥିଲା। ଦେବ ନାରାୟଣଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ସ୍ତ୍ରୀ ଅଭିଯୋଗ କରିଥିଲେ। ଏହି ମାମଲାରେ କୋର୍ଟ ତତ୍କାଳୀନ ଜିଲାପାଳ ମନୀଷ ଏବଂ ଅନ୍ୟ ୩ ଜଣଙ୍କୁ ହାଜର ହେବାକୁ ନୋଟିସ ଜାରି କରିଥିଲେ। ବାରମ୍ବାର ନୋଟିସ ସତ୍ବେ ହାଜର ନ ହେବାରୁ ମନୀଷ ଏବଂ ଅନ୍ୟ ୩ ଜଣଙ୍କ ବିରୋଧରେ କୋର୍ଟ ଏନବିଡବ୍ଲ୍ୟୁ ଜାରି କରିଛନ୍ତି।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ରାଜବାଟି ରୋଡ୍‌ ସ୍ଥିତ ଲୋକାପଡ଼ା ଗାଁରେ ଏକ ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି ପୁଲିସ।ମୃତ ଯୁବତୀଙ୍କ ଘର କଟକ ଜିଲ୍ଲା ମାହାଙ୍ଗା ଅଞ୍ଚଳରେ। ସେ କିଛିଦିନ ହେବ ଏଠାରେ ରହି ଆଳିରେ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧