ଫୁଡ଼ ବ୍ଲଗରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ଲେଡିଜ ହଷ୍ଟେଲରେ ଫୁଡ଼ ବ୍ଲଗରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଇନ୍ଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ ନମ୍ବର ୨ ରୁ ଯୁବତୀଙ୍କ ମୃତଦେହ ମିଳିଥିବା ଜଣାପଡ଼ିଛି। ମୃତକଙ୍କ ନାଁ ସୋନାଲି ସଂଘମିତ୍ରା ପରିଡା। ମୃତ ଯୁବତୀଙ୍କ ବୟସ ୨୫ ବର୍ଷ। ଘର କେନ୍ଦ୍ରାପଡା ଜିଲ୍ଲା ପାଟକୁରା । ସେ ଆଦର୍ଶ ବିହାରରେ ରହି ବରମୁଣ୍ଡା ଫାୟାର ଷ୍ଟେସନ ନିକଟରେ ଏକ କଂଷ୍ଟ୍ରକସନ କମ୍ପାନୀରେ କାମ କରୁଥିଲେ । ମୃତ୍ୟୁ ଖବର ପାଇବା ପରେ ଇନ୍ଫୋସିଟି ପୁଲିସ ଘଟଣାସ୍ଥଳରେ ପହଞ୍ଚିଥି । ପରିବାର ଲୋକେ ପୁଲିସ ନିକଟରେ ହତ୍ୟା ଅଭିଯୋଗ ଆଣିବା ପରେ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି ଇନ୍ଫୋସିଟି ଥାନା ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା