ବିଜେଡି ଆଣୁ ଅନାସ୍ଥା ପ୍ରସ୍ତାବ, ଆମେ ତାକୁ ସମର୍ଥନ କରିବୁ

ଭୁବନେଶ୍ବର : ନାରୀ ନିର୍ୟାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ଭକ୍ତଙ୍କ ପୁଣି ରଣହୁଙ୍କାର । ପିସିସି ସଭାପତି କହିଲେ, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଆଣୁ ଅନାସ୍ଥା ପ୍ରସ୍ତାବ ଆମେ ତାକୁ ସମର୍ଥନ କରିବୁ । ବିଜେଡି ମୁଖ୍ୟ ବିରୋଧୀ ଦଳ, ତାଙ୍କ ପାଖରେ ସଂଖ୍ୟା ରହିଛି । ସେମାନେ ଯଦି ପ୍ରକୃତରେ ସରକାରକୁ ହଟାଇବାକୁ ଚାହୁଁଛନ୍ତି ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ । ନଚେତ୍ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବ, ବିଜେଡି ତାକୁ ସମର୍ଥନ କରୁ ବୋଲି ଭକ୍ତ ଦାସ କହିଛନ୍ତି ।

  • Garvita Odia

    Related Posts

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁ ମନ୍ତ୍ରୀ ଓ ବିଭାଗଗୁଡ଼ିକୁ ନିର୍ଦ୍ଧାରିତ ଫର୍ମାଟରେ ନିଜର ପରଫର୍ମାନ୍ସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ୨୦୨୪-୨୫ ଆର୍ଥିକ ବର୍ଷ ଓ ଚଳିତ ଆର୍ଥିକବର୍ଷର ପ୍ରଥମ ଦୁଇମାସ(ଏପ୍ରିଲ-ମେ’)ରେ ନିଜର…

    ପୋଲିସ ଉପରେ ବର୍ଷିଲେ ପ୍ରଣବ ବଳବନ୍ତରାୟ

    ଚଣ୍ଡିଖୋଲ: ଯାଜପୁର ପୋଲିସ ଉପରେ ବର୍ଷିଲେ ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ। ରାଜ୍ୟରେ ମହିଳା ଅସୁରକ୍ଷିତ ହୋଇ ପଡିଥିବା ବେଳେ ଧର୍ମଶାଳା ଥାନାରେ ମହିଳା ASI ଅସୁରକ୍ଷିତ ହୋଇ ପଡିଛନ୍ତି। କିଛି ଦିନ ପୂର୍ବରୁ ଧର୍ମଶାଳା ଥାନାକୁ କିଛି ଲୋକ…

    Leave a Reply

    Your email address will not be published. Required fields are marked *

    You Missed

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ  ପରଫର୍ମାନ୍ସ ରିପୋର୍ଟ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ