ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ତହସିଲ ଗଣ୍ଡାନାଳି ରାଜସ୍ବ ନିରୀକ୍ଷକ ଶଶୀଭୂଷଣ ବେହେରା ଆଜି ୪ଟି ମ୍ୟୁଟେସନ କେସର ଇନକ୍ୱାରୀ ରିପୋର୍ଟ ଦେବା ଲାଗି ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଢେଙ୍କାନାଳ ଭିଜିଲାସନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ପାଖରେ ବେନିୟମ ଭାବେ କାର୍ୟ୍ୟ କରୁଥିବା ନକଲି ପିଅନ ବିଷ୍ଣୁ ବଲହବ ଖଟୁଆଙ୍କ ମାଧ୍ୟମରେ ଲାଞ୍ଚ ଟଙ୍କା କାରବାର ହେଉଥିଵା ଅଭିଯୋଗରେ ତାଙ୍କୁ ମଧ୍ୟ ଭିଜିଲାନ୍ସ ଉଠାଇ ଆଣି ପଚରାଉଚରା କରୁଛି।

ରାଜସ୍ବ ନିରୀକ୍ଷକ ଶ୍ରୀ ବେହେରାଙ୍କ ଯୋରନ୍ଦା ଖଙ୍କର ସ୍ଥିତ ପୈତୃକ ଘର, ସହରର ଦକ୍ଷିଣକାଳୀ ସତସଙ୍ଗ ବିହାର ସ୍ଥିତ ଭଡ଼ା ଘର ଓ କାର୍ୟ୍ୟାଳୟରେ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ଡିଏସପି ଅନୁସୂୟା ସେନାପତି ସୂଚନା ଦେଇଛନ୍ତି।

  • Garvita Odia

    Related Posts

    ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

    ଚନ୍ଦନେଶ୍ୱର: ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି ।…

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !