ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

ଭୁବନେଶ୍ଵର: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଏମ୍‌ସର ବିଭିନ୍ନ ପଦବୀରେ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ନେଇ ଅଭିଯୋଗ ରହିଥିଲା। ଏହାର ତଦନ୍ତ ପାଇଁ ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।

  • Related Posts

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar