ମୋବାଇଲ ବ୍ୟାଟେରୀ ଫାଟି ୨ ଶିଶୁ ଗୁରୁତର

ପାଟଣାଗଡ : ମୋବାଇଲ ଧରି ଖେଳୁଥିବା ବେଳେ ବ୍ୟାଟେରୀ ଫାଟି ଯିବାରୁ ୨ ଶିଶୁ ଗୁରୁତର ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗ୍ରାମରେ ଏହି ଘଟଣା ଘଟିଛି। ଗୁରୁତର ୨ ଶିଶୁଙ୍କୁ ପାଟଣାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ଦୁଇଶିଶୁ ହେଲେ ଜଗା ସରାଫ ଓ ସଂଜୀବ ଦଳେଇ।

ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗ୍ରାମର ଜଗା ଓ ସଞ୍ଜୀବ ମୋବାଇଲ ଧରି ଖେଳୁଥିଲେ। ହଠାତ ମୋବାଇଲ ବ୍ୟାଟେରୀ ବିସ୍ପୋରଣ ହେବାରୁ ଦୁଇ ଶିଶୁ ଗୁରୁତର ହୋଇଥିଲେ। ଦୁଇ ଶିଶୁ ଙ୍କୁ ପରିବାରଲୋକ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସାପାଇଁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି।ପାଟଣାଗଡ଼ ପୋଲିସ ଡାକ୍ତରଖାନା ଓ ଘଟଣାସ୍ଥଳ ରେ ପହଞ୍ଚି ଘଟଣା ତଦନ୍ତ ଜାରି ରଖିଛି।

  • Related Posts

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍