ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ: ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ ଜ୍ଝ ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ ।
ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ ।

  • Related Posts

    ୨୦୨୫ ଶେଷ ସୁଦ୍ଧା ‘ବୀମା ସୁଗମ ପୋର୍ଟାଲ୍‌’

    ନୂଆଦିଲ୍ଲୀ:ଭାରତର ବୀମା ନିୟାମକ ଓ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ୨୦୨୫ ଶେଷ ସୁଦ୍ଧା ‘ବୀମା ସୁଗମ ପୋର୍ଟାଲ୍‌’ ଉନ୍ମୋଚନ କରିବାକୁ ଯାଉଛି, ଯେଉଁଥିରେ ଜଣେ ବ୍ୟକ୍ତି ସମସ୍ତ ପ୍ରକାର ବୀମା ପଲିସିଗୁଡ଼ିକୁ ଗୋଟିଏ ସ୍ଥାନରେ କ୍ରୟ ଓ ପରିଚାଳନା କରିପାରିବେ। ତଥ୍ୟ…

    ଭାରତ ଉପରେ ଆମେରିକାର ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି

    ୱାସିଂଟନ: ରୁଷ୍ ସହ ତେଲ କାରବାର କରୁଥିବାରୁ ଭାରତ ଉପରେ ଖପ୍ପା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ପୂର୍ବରୁ ଲଗାଇଥିବା ୨୫ ପ୍ରତିଶତ ସହ ଅତିରିକ୍ତ ୨୫ ପ୍ରତିଶତ ମିଶିବା ପରେ ଭାରତ…

    Leave a Reply

    Your email address will not be published. Required fields are marked *

    You Missed

    ବିହାରରେ ୬୫ ଲକ୍ଷ ଭୋଟର ବାଦ୍‌ ପ୍ରସଙ୍ଗରେ ନିର୍ବାଚନ କମିସନ୍‌ଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

    ପୂର୍ବତନ ଉପବାଚସ୍ପତି ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

    ୨୦୨୫ ଶେଷ ସୁଦ୍ଧା ‘ବୀମା ସୁଗମ ପୋର୍ଟାଲ୍‌’

    ଏସିଆ କପ୍‌ : ଚଳିତମାସ ୩ୟ ସପ୍ତାହରେ ଭାରତୀୟ ଦଳ ଘୋଷଣା

    ଯୁବତୀ ଜୀଅନ୍ତା ଜଳିଯିବା ଘଟଣା: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇଙ୍କୁ ବଦଳି

    ଭାରତ ଉପରେ ଆମେରିକାର ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି