ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା ଆଇ.ଏ.ଏସ୍. କ୍ୟାଡର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।

  • Garvita Odia

    Related Posts

    ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିବା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି ପ୍ରସ୍ତାବଗୁଡ଼ିକ…

    ପୁଣି ଅଦଳବଦଳ: ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ

    ଭୁବନେଶ୍ୱର ରାଜ୍ୟ ସରକାର ଆଜି ପୁଣିଥରେ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିବା ସହ ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ଗତ ଦୁଇଦିନ ତଳେ ଜାରି ହୋଇ ୪୭ଜଣିଆ ଆଇଏଏସ୍ ଅଫିସରଙ୍କ ବଦଳି ତାଲିକାର ଏହା ସଂଶୋଧିତ ସଂସ୍କରଣ ବୋଲି…

    Leave a Reply

    Your email address will not be published. Required fields are marked *

    You Missed

    ଅକଳରେ ଅମରେଶ ଜେନା, କାହିଁକି ଜାଣନ୍ତୁ

    ଅକଳରେ ଅମରେଶ ଜେନା, କାହିଁକି ଜାଣନ୍ତୁ

    ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

    ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

    ପୁଣି ଅଦଳବଦଳ: ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ

    ପୁଣି  ଅଦଳବଦଳ: ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ

    ଅନିଲ ଅମ୍ବାନୀଙ୍କ ୫୦ ଠିକଣାରେ ଇଡି ଚଢାଉ

    ଅନିଲ ଅମ୍ବାନୀଙ୍କ ୫୦ ଠିକଣାରେ ଇଡି ଚଢାଉ

    ବିନା ଭିସାରେ ୫୯ ଦେଶକୁ ଯାଇପାରିବେ ଭାରତୀୟ

    ବିନା ଭିସାରେ ୫୯ ଦେଶକୁ ଯାଇପାରିବେ ଭାରତୀୟ

    ଦେଶରେ ଓଡ଼ିଶା ନିନ୍ଦିତ ହେଲାଣି:ପ୍ରଦୀପ ମାଝୀ

    ଦେଶରେ ଓଡ଼ିଶା ନିନ୍ଦିତ ହେଲାଣି:ପ୍ରଦୀପ ମାଝୀ