ଶାଳୀକୁ ହାଣି ହତ୍ୟା କଲା ଭିଣୋଇ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଚଢେୟାପଲ୍ଲୀ ଗାଁରେ ଅଭାବନୀୟ ଘଟଣା । ଶାଳୀକୁ ରାସ୍ତାରେ ହାଣି ହତ୍ୟା କଲା ଭିଣୋଇ । ମୃତକ ଚଢେୟାପଲ୍ଲୀ ଗାଁର ଆଶା କର୍ମୀ ବିଜୟଲକ୍ଷ୍ମୀ ତ୍ରିପାଠୀ ବୋଲି ଜଣାପଡିଛି । ଚଢ଼େୟା ପଲ୍ଲୀ ଗ୍ରାମର ବିଜୟଲକ୍ଷ୍ମୀ ତ୍ରିପାଠୀ ଘରେ ଥିଲେ । ଏହି ସମୟରେ ଭିଣୋଇ ହଠାତ୍‌ ଘର ଭିତରକୁ ପ୍ରବେଶ କରି ବିଜୟଲକ୍ଷ୍ମୀଙ୍କୁ ଆକ୍ରମଣ କରିଥିଲେ । ଯେଉଁଥିରେ ଅତି ବିଭତ୍ସ ଭାବେ ଶାଳୀକୁ ହତ୍ୟା କରିଛି ଭିଣୋଇ ।ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର ସଠିକ କାରଣ ଜଣାପଡିନଥିବା ବେଳେ ଜମିଜମା ବିବାଦରୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ମେଡିକାଲକୁ ପଠାଇଛି । ଶବ ବ୍ୟବଚ୍ଛେଦ ଏବଂ ପୋଲିସର ପ୍ରାଥମିକ ରିପୋର୍ଟ ଆସିବା ପରେ ହତ୍ୟାର ପ୍ରକୃତ କାରଣ ଜଣାପଡିବ ବୋଲି ଆଶା ରହିଛି ।

  • Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ