ସୁବର୍ଣ୍ଣରେଖାରେ ବନ୍ୟା: ରାଜଘାଟରେ ବିପଦ ସଂକେତ ଉପରେ ଜଳସ୍ତର

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ବନ୍ୟା ଦେଖା ଦେଇଛି । ରାଜଘାଟ ଠାରେ ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୧୦. ୩୬ ମିଟର ଥିବା ବେଳେ ଶନିବାର ସକାଳେ ଜଳ ସ୍ତର ୧୧. ୩୩ ମିଟର ରହିଛି ।
ତେବେ ବର୍ତ୍ତମାନ ସମୟରେ ବାଳିଆପାଳ ବ୍ଲକର ୫ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବାଳିଆପାଳ ଜାମକୁଣ୍ଡା ମୁଖ୍ୟରାସ୍ତା ପଞ୍ଚୁ ରୁଖୀଠାରେ ରାସ୍ତା ପାଖାପାଖି ୩୦ ଫୁଟ ଦବିବାକୁ ଲାଗିଲାଣି । ପ୍ରଶାସନ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରାଯାଉଥିବା ଦେଖିବାକୁ ମିଳିଛି ।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ଇସି ତାଲିକାରୁ ୩୩୪ ଦଳ ବାଦ୍‌

    ଇସି ତାଲିକାରୁ ୩୩୪ ଦଳ ବାଦ୍‌

    ବଳଙ୍ଗାରେ ଆଜି କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା

    ବଳଙ୍ଗାରେ ଆଜି କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ