୧୧ଙ୍କ ମାଓବାଦୀ ଆତ୍ମ ସମର୍ପଣ

ମାଲକାନଗିରି : ସଙ୍ଗଠନ ଛାଡୁଛନ୍ତି ମାଓବାଦୀ। ଛତିଶଗଡ ସୁକୁମା ଏସପିଙ୍କ ନିକଟରେ ୧୧ ଜଣ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ତେବେ ଏହି ୧୧ ଜଣ ମାଓବାଦୀ ଗତ କିଛି ବର୍ଷ ଧରି ମାଓ ସଙ୍ଗଠନରେ ଥିଲେ। ଏବଂ ବିଭିନ୍ନ ହିଂସାକାଣ୍ଡରେ ମଧ୍ୟ ଏମାନଙ୍କ ସମ୍ପୃକ୍ତି ରହିଥିଲା। ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ସେମାନେ ମାଓ କ୍ୟାମ୍ପ ଛାଡିଥିବା ନିଜ ପ୍ରତିକ୍ରିୟାରେ କହିଛନ୍ତି ।
ଗତକାଲି ଛତିଶଗଡ଼ରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଥିଲେ । ସକାଳୁ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୋଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ଏଥିରେ ସୁରକ୍ଷାବାହିନୀ ଗୁଳିରେ ୭ ଜଣ ନକ୍ସଲ ନିହତ ହୋଇଥିବା ବସ୍ତର ଆଇଜି ପି. ସୁନ୍ଦରରାଜ ସୂଚନା ଦେଇଥିଲେ।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ