୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ଟି ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।

  • Garvita Odia

    Related Posts

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ…

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର