୧୪ ପୂର୍ବତନ ବିଧାୟକ ଛାଡ଼ିନାହାନ୍ତି କ୍ୱାର୍ଟର୍ସ

ଭୁବନେଶ୍ୱର: ନିର୍ବାଚନର ଦୀର୍ଘ ମାସ ପରେ ବି କିଛି ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଛାଡ଼ୁନାହାନ୍ତି । ଏହି ତାଲିକାରେ ମୋଟ ୧୪ ଜଣ ରହିଛନ୍ତି । ସୋମବାର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ।
ପୂର୍ବତନ ବିଧାୟକ ଅମର ଶତପଥୀ, ମହେଶ ସାହୁ, ଅଳକା ମହାନ୍ତି, ସାଲୁଗା ପ୍ରଧାନ, ଶଙ୍କର ଓରାମ ଓ ପ୍ରୀତୀରଞ୍ଜନ ଘଡ଼ାଇ ପ୍ରମୁଖ କ୍ୱାର୍ଟର୍ସ ଛାଡ଼ିନାହାନ୍ତି । ସନ୍ତୋଷ ସାଲୁଜା ଓ ଜୟନ୍ତୀ ଷଡ଼ଙ୍ଗୀ କ୍ୱାର୍ଟର୍ସରେ ରହିବାକୁ ଆବେଦନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତିି ।

  • Related Posts

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଭୁବନେଶ୍ୱର : ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା…

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ