୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି ପାଇଛି । ଏବେ ସମସ୍ତ ପ୍ରୋଗ୍ରାମରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଚାଲିଛି । ନାମ ଲେଖାଇବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦନକାରୀଙ୍କ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ

ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ରିହାତି ପାଇବାକୁ ଯୋଗ୍ୟ ହେବେନାହିଁ । ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ୍‌ କିମ୍ବା ଆଞ୍ଚଳିକ କେନ୍ଦ୍ରକୁ ଇ-ମେଲ୍‌ରେ ଯୋଗାଯୋଗ କରିପାରିବେ ବୋଲି ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ. ମନୋଜ ଦାଶ ସୂଚନା ଦେଇଛନ୍ତି ।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ

    ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ

    ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

    ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

    ଦୋଷୀଙ୍କୁ ନବାନ୍ଧିଲେ ବ୍ଲକ ସ୍ତରରୁ ହେବ ଆନ୍ଦୋଳନ

    ଦୋଷୀଙ୍କୁ ନବାନ୍ଧିଲେ ବ୍ଲକ ସ୍ତରରୁ ହେବ ଆନ୍ଦୋଳନ

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ