୨୦୨୫ ପାଇଁ ସେଲିବ୍ରସନର ମାହୋଲ

ଭୁବନେଶ୍ୱର: ନୂଆ ଆଶା ଓ ନୂଆ ଆକାଂକ୍ଷା ସହ ଧୁମଧାମରେ ୨୦୨୫କୁ ସ୍ୱାଗତ କରିଛନ୍ତି ଲୋକେ। ହାପି ନିୟୁ ଇୟର୍ କହି ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ବିଭିନ୍ନ ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ହୋଇଛି।

ଗତକାଲି ବିଳମ୍ବିତ ରାତି ପର୍ୟ୍ୟନ୍ତ ସେଲିବ୍ରସନର ମାହୋଲ ଲାଗି ରହିଥିଲା। ଟ୍ୱିନ ସିଟି ସମେତ ରାଜ୍ୟର ବିଭିନ୍ନ ସହରରେ ଡିଜେର ତାଳେ ତାଳେ ଝୁମି ଥିଲେ ପିଲାଠୁ ବୁଢା। କେଉଁଠି କେକ୍ କାଟି ସେଲିବ୍ରେସ ତ ଆଉ କେଉଁଠି ବାଣ ଫୁଟାଇ ନୂଆବର୍ଷକୁ ସ୍ୱାଗତ କରିଛନ୍ତି ଲୋକେ।

ଜିରୋ ନାଇଟ୍‌ ସେଲିବ୍ରେସନ ପାଇଁ ହୋଟେଲ, ବାର, ପବ ଓ ରେଷ୍ଟୁରାଣ୍ଟରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଡିଜେର ତାଳେ ତାଳେ ନୃତ୍ୟ ଗୀତରେ ଝୁମଛନ୍ତି ଲୋକେ । ସୁସ୍ୱାଦୁ ଖାଦ୍ୟ, ପାନୀୟ ସହ ଭରପୁର ମଜା ଉଠାଇଛନ୍ତି ଲୋକେ।ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ନୂଆ ବର୍ଷ ପାଳନ କରିବା ପାଇଁ କମିଶନରେଟ ପୁଲିସ୍‌ ପକ୍ଷରୁ ବ୍ୟପକ ପ୍ରସ୍ତୁତି କରାଯାଇଥିଲା । ରାଜଧାନୀରେ ୧୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା । ଏଥିସହ ବିଭିନ୍ନ ଛକରେ ଚେକିଂ ଜୋରଦାର ହୋଇଥିଲା ।

  • Related Posts

    “ସଶକ୍ତ ଯୁବଶକ୍ତି ହିଁ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ”

    ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଭୁବନେଶ୍ଵର /ବ୍ରହ୍ମପୁର: ଆଜି ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ…

    Continue reading
    ଆହ୍ୱାନକୁ ସାମ୍ନା କରିବା ଓ ଆତ୍ମହତ୍ୟା ରୋକିବା ଅନ୍ୟଙ୍କୁ ସଚେତନ କରିବା:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କମିସନରେଟ୍‌ ପୁଲିସ ଓ ନମନ ‘ଫାଉଣ୍ଡେସନ୍ ପକ୍ଷରୁ ଭୁବନେଶ୍ୱରର ସ୍ଥିତ ରେଳ ଅଡିଟୋରିୟମ୍‌ରେ ଆୟୋଜିତ ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ’କୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଦିନକୁ ଦିନ ବିଭିନ୍ନ ଗୋଷ୍ଠୀଙ୍କ ମଧ୍ୟରୁ ବୃଦ୍ଧି ପାଉଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ