୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।

  • Garvita Odia

    Related Posts

    ଜଗତସିଂହପୁରରେ ଯୁବତୀଙ୍କୁ ଗଣବଳାତ୍କାର

    ବାଲିକୁଦା: ଜଗତ୍‌ସିଂହପୁର ଜିଲା ସଦର ଥାନା ଅଞ୍ଚଳରେ ଜଣେ ଅନୁସୂଚିତ ଜାତିର ଯୁବତୀଙ୍କୁ ସୋମବାର ରାତିରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଯୁବତୀ ଜଣକ…

    ୩ ଭଉଣୀଙ୍କୁ ଅସଦାଚରଣ, ୨ ଯୁବକ କାବୁ

    ପୁରୀ : ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରିବା ପରେ ୩ ଭଉଣୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ପୁରୀ ସଦର ଥାନା ଅନ୍ତର୍ଗତ ସମଙ୍ଗ ପାର୍କିଂ ନିକଟରେ ଏଭଳି ଘଟଣା ଘଟିଛି । ସୋମବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଥିବା…

    Leave a Reply

    Your email address will not be published. Required fields are marked *

    You Missed

    ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ ଧନଖଡ: ମହୁଆ

    ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ ଧନଖଡ: ମହୁଆ

    ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

    ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

    ଏବିଭିପି ଯୋଜନା କରି ଫସେଇ ଦେଇଛି:ଉଦିତ ପ୍ରଧାନ

    ଏବିଭିପି ଯୋଜନା କରି ଫସେଇ ଦେଇଛି:ଉଦିତ ପ୍ରଧାନ

    ଚନ୍ଦା କୋଚର୍‌ ଦୋଷୀ ସାବ୍ୟସ୍ତ

    ଚନ୍ଦା କୋଚର୍‌ ଦୋଷୀ ସାବ୍ୟସ୍ତ

    ଜେଲ ଗଲେ ଉଦିତ୍‌ ପ୍ରଧାନ

    ଜେଲ ଗଲେ ଉଦିତ୍‌ ପ୍ରଧାନ

    ଆଇନମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

    ଆଇନମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ