୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅଞ୍ଚଳରୁ ତିନି ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ । ଗିରଫ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣଙ୍କ ଉପରେ ୮ ଲକ୍ଷ ଓ ଜଣଙ୍କ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର। ତେବେ ଗିରଫ ମାଓବାଦୀମାନେ ସୁକୁମା ଓ ବିଜାପୁର ଜିଲ୍ଲାର ଅନେକ ହିଂସା କାଣ୍ଡରେ ଜଡିତ ଥିବା ସୁକୁମା ଏସପି କିରଣ ଚୌହାନ ସୁଚନା ଦେଇଛନ୍ତି । ଊଜଏ ଓ ଉଜଚୠ ବାହିନୀର ମିଳିତ ଅପରେସନ ବେଳେ ଏମାନଙ୍କୁ ଗିରଫ କରାଯାଇଛି ।

ସେପଟେ ତେଲେଙ୍ଗାନା ମୁଲୁଗୁ ଜିଲ୍ଲାରେ ମାଓ ସଂଗଠନକୁ ଲାଗିଛି ଆଉ ଏକ ଝଟକା । ଟପ୍ ମାଓନେତା ଦାମୋଦର ଟିମର ୮ ଜଣ ହାଡକୋର ନକ୍ସଲ ମୁଲୁଗୁ ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ତେଲେଙ୍ଗାନା ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ମୁଲୁଗୁ ଏସପି ଶବରୀଶ କହିଛନ୍ତି ।

  • Garvita Odia

    Related Posts

    ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

    ଚନ୍ଦନେଶ୍ୱର: ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି ।…

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !