୫ ବର୍ଷରେ ୩୪ଟି କଲରାପତରିଆ ମୃତ

ଭୁବନେଶ୍ୱର: ଗତ ୫ବର୍ଷରେ ୩୪ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପରିବେଶ ମନ୍ତ୍ରୀ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୭ଟି ବାଘ ଶିକାର ଦ୍ୱାରା ମରିଛନ୍ତି । ସେହିପରି ବିଦୁ୍ୟତ ଆଘାତରେ ୩ଟି ବାଘ ମରିଛନ୍ତି । ଏହାଛଡ଼ା ରେଳ ଦୁର୍ଘଟଣାରେ ୩ ଓ ଅନ୍ୟାନ୍ୟ କାରଣରୁ ୧୧ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ଅନ୍ୟପକ୍ଷରେ ରାଜ୍ୟରେ ୩୦ଟି ମହାବଳ ଓ ୬୯୬ଟି କଲରାପତରିଆ ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ରାଜଧାନୀରେ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

    ଭୁବନେଶ୍ଵର:ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଏକ ପ୍ରତିଷ୍ଠିତ ଘରୋଇ ହସ୍ପିଟାଲରେ ଘଟିଛି ଏହି ଅଭାବନୀୟ ଘଟଣା। ହସ୍ପିଟାଲ ବାଥରୁମ୍ ଭିତରୁ ମିଳିଛି ମୃତଦେହ।…

    ଏ.ଜି. ଛକରେ ସିରିଜ ଦୁର୍ଘଟଣା ଅଳ୍ପକେ ବର୍ତ୍ତିଲେ ଚାଳକ, ଯାତ୍ରୀ ଗୁରୁତର

    ଭୁବନେଶ୍ଵର:ରାଜଧାନୀର ଏ.ଜି. ଛକରେ ସିରିଜ ଦୁର୍ଘଟଣା। କାରକୁ ପିଟିଲା ହାଇୱା ଟ୍ରକ୍। ଅଳ୍ପକେ ବର୍ତ୍ତିଲେ କାର ଗାଡ଼ି ଚାଳକ ଓ ଯାତ୍ରୀ। ହାଇୱା ଟ୍ରକ୍ ଟି ରାଜମହଲରୁ କଲ୍ପନା ଆଡ଼କୁ ଯାଉଥିବା ବେଳେ କାରଟି ବିମାନ ବନ୍ଦରରୁ ତ୍ରିଶୂଳିଆ ଅଭିମୁଖେ ଯାଉଥିଲା।…

    Leave a Reply

    Your email address will not be published. Required fields are marked *

    You Missed

    ରାଜଧାନୀରେ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

    ଏ.ଜି. ଛକରେ ସିରିଜ ଦୁର୍ଘଟଣା ଅଳ୍ପକେ ବର୍ତ୍ତିଲେ ଚାଳକ, ଯାତ୍ରୀ ଗୁରୁତର

    ୪୪ ହଜାର ଶିକ୍ଷକ ପଦବୀ ପୂରଣ ନିଷ୍ପତ୍ତି ପ୍ରତ୍ୟାହାର

    ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି

    ୧୨ରୁ ରାଜ୍ୟବ୍ୟାପୀ କୃମିନାଶକ ଔଷଧ ଓ ଭିଟାମିନ-ଏ ଅଭିଯାନ

    ୨୫ ତାରିଖ ସୁଦ୍ଧା ରାଜ୍ୟରେ ଶକ୍ତିଶ୍ରୀ କେନ୍ଦ୍ର ସ୍ଥାପନ