୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ

ରାଉରକେଲା: ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୁଲିସ ମାମଲା ରୁଜୁ କରିଛି । ନାବାଳିକାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାର ସେଲଟର ହୋମରେ ରଖାଯାଇଛି ।

ଗତକାଲି ବିଶ୍ରା କପାଟମୁଣ୍ଡାର ଏକ ପରିବାର ଓ ପଡୋଶୀ ଚାନ୍ଦିପୋଷର ସମ୍ପର୍କୀୟଙ୍କ ନିର୍ବନ୍ଧରେ ଯୋଗଦେବାକୁ ଏକ ବସରେ ଯାଇଥିଲେକ୍ଷ ନିର୍ବନ୍ଧ କାର୍ୟ୍ୟକ୍ରମ ଚାଲିଥିବା ବେଳେ ସାତ ବର୍ଷ ନାବାଳିକା ତାର ସାଙ୍ଗମାନଙ୍କ ସହ ସେହି ସ୍ଥାନରେ ଖେଳୁଥିଲେ । ବସ ହେଲ୍ପର ଦମ୍ବରୁ ତାମଡ଼ିଆ ନାବାଳିକାଙ୍କୁ ସେଠାରୁ ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନକୁ ନେଇ ଯାଇଥିଲେ । ସେଠାରେ ଦୁଷ୍କର୍ମ କରିବାରୁ ନାବାଳିକା ଜଣକ କାନ୍ଦିଥିଲେ । ତାର କାନ୍ଦଶୁଣି ପରିବାର ଲୋକ ସେଠାରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିଲେ । ହେଲ୍ପର ଦମ୍ବରୁ ସେଠାରୁ ଫେରାର ହୋଇଯାଇଥିଲା ।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ