ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ
ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…
ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ
କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…
ଥାନାରେ ହାଜର ହେଲେ ଓଏଏସ ସାର୍ଥକ
ଭୁବନେଶ୍ୱର: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍ ସାର୍ଥକ ସୌରଭ ମହାପାତ୍ର । ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି । ସ୍ୱାମୀଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଛନ୍ତି ପତ୍ନୀ । ଓସ୍ଡମାରେ ଡିଜିଏମ୍ ଭାବେ…
ପରିସ୍ରା ପିଆଇବା ମାମଲା: ପିଅନ ଗିରଫ
ମୋହନା: ମୋହନା ଆର୍ଡବ୍ଲୁ ଏସଏସ୍ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ମାମଲାରେ ପିଅନ ଶିବ ନାୟକ ଗିରଫ । ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ହୋଇ ଥିଲା । ଗଜପତି ଜିଲ୍ଲା…
ଓଟିଇଟି ପ୍ରଶ୍ନପତ୍ର ଲିକ୍: ଆଉ ଜଣେ ଗିରଫ
ଭୁବନେଶ୍ବର: ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ଘଟଣାରେ କ୍ରାଇମବ୍ରାଞ୍ଚ ଆଉ ଜଣଙ୍କୁ ଗିରଫ କରିଛି। କଳାହାଣ୍ଡି ଜନୈକ ପୂର୍ବତନ ଶିକ୍ଷକଙ୍କୁ ଗିରଫ କରାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଏବେ ଗିରଫଦାରୀ ସଂଖ୍ୟା…
୩୪ ଲକ୍ଷ ଟଙ୍କାର କଫ ସିରପ୍ ଜବତ
କଟକ: ଦ୍ବୈତନଗରୀକୁ ଛୁଇଁଲାଣି ନିଷିଦ୍ଧ କଫ୍ ସିରପ୍ ଲିଙ୍କ୍। କଟକରୁ ଆଜି ବିପୁଳ ପରିମାଣର କୋଡାଇନ୍ ମିଶ୍ରିତ କଫ୍ ସିରପ୍ ଜବତ ହୋଇଛି। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ବାଦାମବାଡ଼ିର ନ୍ୟୁ ଏଲ୍ଆଇସି କଲୋନିରେ ଏକ କୋରିଅର୍ ସଂସ୍ଥାରେ ଚଢ଼ଉ କରି ପାଖାପାଖି ୩୪…
୧୪ ଦିନ ରଖି ନାବାଳିକାଙ୍କୁ ବଳାତ୍କାର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ମିଳିଥିବା ସୂଚନା ମୁତାବକ, ୧୪ ଦିନ ତଳେ ନାବାଳିକା ଜଣକ…
ଓଏଏସ୍ ଅଫିସରଙ୍କ ବିରୋଧରେ ସାଙ୍ଗାତିକ ଅଭିଯୋଗ ଆଣିଲେ ପତ୍ନୀ
ଭୁବନେଶ୍ବର: ଓଏଏସ୍ ଅଫିସର ସାର୍ଥକ ସୌରଭ ମହାପାତ୍ରଙ୍କ ବିରୋଧରେ ସାଙ୍ଗାତିକ ଅଭିଯୋଗ ଆଣିଲେ ପତ୍ନୀ । ବିବାହ ପରେ ବଦଳି ଗଲେ ଓଏଏସ୍ ଅଫିସର। ପତ୍ନୀଙ୍କୁ ଦେଉଥିଲେ ନିର୍ଯାତନା । ମାନସିକ ଓ ଶାରୀରିକ ନିର୍ଯାତନା ସହ ପରିବାର ସହ ମିଶି…
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର: ସହକର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ଡରିଯାଇଥିଲେ ଜଣେ ସହକାରୀ ଯନ୍ତ୍ରୀ। ଭିଜିଲାନ୍ସ ଚଢ଼ାଉରୁ ବର୍ତ୍ତିବା ପାଇଁ ଘରର ମୁଖ୍ୟ ଦ୍ୱାରରେ ବାହାରପଟୁ ତାଲା ପକାଇ ଦେଇଥିଲେ। ଆଉ ଦିନ ସାରା ପୂରା ପରିବାର ସହିତ ଘର ଭିତରେ…
ଓଟିଇଟି ପ୍ରଶ୍ନପତ୍ର ଲିକ୍ , ୬ ଗିରଫ
ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଂଚ ୬ଜଣଙ୍କୁ ଗିରଫ କରିଛି । ଚଳିତମାସ ୨୦ତାରିଖରେ ଏହି ପରୀକ୍ଷା ହେବାର ଥିଲା କିନ୍ତୁ ୧୯ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହେବାପରେ ରାଜ୍ୟ ସରକାର ଏହି ପରୀକ୍ଷାକୁ ଦିନକ ପୂର୍ବରୁ ବାତିଲ…