ଯନ୍ତ୍ରୀଙ୍କ ୧୮ ପ୍ଲଟ
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିପୁର ସମ୍ପତ୍ତି ଠାବ କରାଯାଇଛି । ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ୨ଟି ବହୁତଳ କୋଠା ଠାବ କରାଯାଇଛି । ଭୁବନେଶ୍ୱରରେ ୬ଟି ପ୍ଲଟ ସମେତ ମୋଟ ୧୮ଟି…
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିପୁର ସମ୍ପତ୍ତି ଠାବ କରାଯାଇଛି । ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ୨ଟି ବହୁତଳ କୋଠା ଠାବ କରାଯାଇଛି । ଭୁବନେଶ୍ୱରରେ ୬ଟି ପ୍ଲଟ ସମେତ ମୋଟ ୧୮ଟି…
ଜୟପୁର :ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା…
ନବରଙ୍ଗପୁର: ଏଟିଏମ୍ ଲୁଟ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍ରୁ ଚମ୍ପଟ ମାରିଲେ ଦୁଇ ରାଜ୍ୟ ବାହାର ଲୁଟେରା। ଆଜି ଅପରାହ୍ନରେ ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ୨୦୨୪ ମସିହା ଜାନୁଆରୀ ୩୧ ତାରିଖରେ ନବରଙ୍ଗପୁର…
ବ୍ରହ୍ମପୁର: ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍ବିବିଏସ୍ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍ସିଲ୍ ଆଣ୍ଟି ରାଗିଂ ସେଲ୍କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍…
ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି…
କେନ୍ଦୁଝର :କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ…
ବାଲିଗୁଡ଼ା : କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪ ବର୍ଷ…
ବେଙ୍ଗାଲୁରୁର ଏକ ସର୍ଭିସ୍ ଆପାର୍ଟମେଣ୍ଟ ହୋଟେଲରେ ଘଟିଥିବା ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ନିଜ ପ୍ରେମିକାକୁ ହତ୍ୟା କରିଥିବା ଅଭିଯୁକ୍ତ ପ୍ରେମିକକୁ ରାଜ୍ୟ ବାହାରୁ ଗିରଫ କରିଛି ପୁଲିସ। ସବୁଠାରୁ ବଡ଼ କଥା ହେଉଛି ପ୍ରେମିକାକୁ ହତ୍ୟା କରିବା ପରେ…
ବ୍ରହ୍ମପୁର : ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ ସାହିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମଧୁ ସୁଦନ ଜେନା।ମଧୁସୁଦନଙ୍କ ଦାଦା ପ୍ରସନ୍ନ ଜେନା ଓ ତାଙ୍କ ପୁଅ ଏହି ହତ୍ୟାକାଣ୍ଡ ଘଟାଇଥିବା ଅଭିଯୋଗ…
ଯାଜପୁର: ବିଜେଡି ନେତା ପ୍ରଣବପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ ଓରଫ ଲଲଙ୍କୁ ଗିରଫ କରିଛି ପୁଲିସ । ଯାଜପୁର ଟାଉନ ଥାନା ପୁଲିସ ତାଙ୍କୁ ଗିରଫ କରିଛି । ପୁଲିସ ତାଙ୍କୁ ଗିରଫ କରି ଏସଡିଜେଏମଙ୍କ ବାସଭବନକୁ ଆଣିଥିବା ଜଣାଯାଇଛି…