ସୋଆ ପକ୍ଷରୁ ‘ଜଳବାୟୁ ପରିବର୍ତନ ଓ ବିଶ୍ୱ ତାପନ – ପ୍ରସଙ୍ଗ ଓ ସମ୍ଭାବନା’ ଶୀର୍ଷକ ଆନ୍ତର୍ଜାତିକ ସମ୍ମିଳନୀ
ଭୁବନେଶ୍ୱର : ୧୯୦୧ ମସିହା ଠାରୁ ଏପର୍ଯ୍ୟନ୍ତ ୨୦୨୪ ସବୁଠାରୁ ଉତପ୍ତ ବର୍ଷ ଥିଲା । ବିଶ୍ୱ ତାପନ ପ୍ରଭାବ ଯୋଗୁଁ ୨୦୧୦ ରୁ ୨୦୨୪ ୧୫ ବର୍ଷ ମଧ୍ୟରେ ଦଶ ବର୍ଷ ଅନ୍ୟ ବର୍ଷ ତୁଳନାରେ ଉତପ୍ତ ବର୍ଷ ଭାବେ…
ସମ୍ ହସ୍ପିଟାଲ୍ରେ ମାଗଣାରେ ସିୱାଇ ଟିବି ପରୀକ୍ଷଣ ଉପଲବ୍ଧ
ଭୁବନେଶ୍ୱର: ଯକ୍ଷ୍ମା ରୋଗର ସମ୍ପୂର୍ଣ୍ଣ ମୂଳୋପôାଟନ ଅଭିଯାନ ପରିପ୍ରେକ୍ଷୀରେ ମଣିଷ ଶରୀରରେ ଯକ୍ଷ୍ମା ଜୀବାଣୁ ଚିହ୍ନଟ କରିବା ନିମନ୍ତେ ସ୍ଥାନୀୟ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ୱିଟାଲ୍ରେ ବିନା ମୂଲ୍ୟରେ ସିୱାଇ ଟିବି ଇନ୍ଟ୍ରାଡର୍ମାଲ ସ୍କିନ୍ ପରୀକ୍ଷଣ ଉପଲବ୍ଧ…
ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍
ଭୁବନେଶ୍ୱର: ଜଣେ ୩୪ ବର୍ଷୀୀୟ ଯୁବକଙ୍କ ଶ୍ୱାସନଳୀରେ ଅଟକି ରହିଥିବା ଏକ ପ୍ଲାଷ୍ଟିକ୍ ହୁଇସିଲ୍କୁ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ)ର ଡାକ୍ତରୀ…
ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା
ଭୁବନେଶ୍ୱର: ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ…
ପାକିସ୍ତାନୀ ପୋଷ୍ଟ ଏବଂ ଆତଙ୍କବାଦୀ ଲଞ୍ଚ୍ ପ୍ୟାଡ୍ ଧ୍ୱଂସ
ନୂଆଦିଲ୍ଲୀ: ଭାରତୀୟ ସେନା ପ୍ରତିଶୋଧ ସ୍ୱରୂପ ଜମ୍ମୁ ନିକଟରେ ପାକିସ୍ତାନୀ ପୋଷ୍ଟ ଏବଂ ଆତଙ୍କବାଦୀ ଲଞ୍ଚ୍ ପ୍ୟାଡ୍ ଧ୍ୱଂସ କରିଛି ଭାରତୀୟ ସେନା। ପ୍ରତିରକ୍ଷା ସୂତ୍ର ଅନୁଯାୟୀ, ପାକିସ୍ତାନରେ ଥିବା ଅତି କମରେ ଚାରୋଟି ବାୟୁସେନା ଘାଟିକୁ ଭାରତୀୟ ସେନା ଟାର୍ଗେଟ…
କେଶ ପାଚିବା -କାରଣ ଓ ନିରାକରଣ
ଜୀବନଶୈଳୀ, ପରିବେଶ ଓ ଖାଦ୍ୟର ମିଶ୍ରିତ ପ୍ରଭାବ ଯୋଗୁଁ ଆଜିକାଲି ୨୦-୩୦ ବର୍ଷ ବୟସରେ କେଶ ପାଚିବା ଏକପ୍ରକାର ସାଧାରଣ କଥା ହୋଇଗଲାଣି । ମାନସିକ ଚାପ ଚୁଟି ପାଚିବାକୁ ତ୍ୱରାନ୍ୱିତ କରିଥାଏ । କାର୍ଯ୍ୟଭାର ହେଉ ବା ଅନ୍ୟ କୌଣସି…
ଘର ଭିତରୁ ମିଳିଲା ୨ ଜଣଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ବର : ରଙ୍ଗର ପର୍ବ ହୋଲିରେ ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ମିଳିଲା ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ। ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୋଟିଏ ଘରୁ ମିଳିଛି ଜଣେ…
ଆଣ୍ଠୁ ଯନ୍ତ୍ରଣାରୁ ମୁକ୍ତିର ଘରୋଇ ଉପଚାର
ବୟସ ବଢ଼ିବା କାରଣରୁ ହେଉଥିବା ଯନ୍ତ୍ରଣା ମଧ୍ୟରୁ ଗୋଟିଏ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ହେଉଛି ଆଣ୍ଠୁ ଯନ୍ତ୍ରଣା । ଏହି ଯନ୍ତ୍ରଣା ବହୁ କାରଣରୁ ହୋଇଥାଏ । ଏହା ସାଧାରଣତଃ ପୋଷକତତ୍ତ୍ୱର ଅଭାବ, ମୋଟାପଣ ବଢ଼ିବା, ଆଣ୍ଠୁ-ଗଣ୍ଠିରୁ ଜେଲି କମିଯିବା, ଶରୀରରେ…
ଓଡ଼ିଶା ଗସ୍ତରେ ଆସୁଛନ୍ତି ଜୟଶଙ୍କର
ଭୁବନେଶ୍ବର: ଓଡିଶା ଗସ୍ତରେ ଆସୁଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର । ୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ପ୍ରବାସୀ ଭାରତୀୟ ଦିବସ କାର୍ୟ୍ୟକ୍ରମରେ ସାମିଲ ହେବେ । ସେ ସପତ୍ନୀକ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ…
ମୋହାଲିରେ ମାଟିତଳେ ଚାଲିଛି ଜୀବନର ସନ୍ଧାନ
ପଞ୍ଜାବ ମୋହାଲିର ସୋହାନା ଗାଁରେ ଶନିବାର ୩ ମହଲା ବିଲ୍ଡିଂ ଭୁଶୁଡ଼ି ପଡିଥିଲା । ଆଜି ଭଗ୍ନାବଶେଷ ତଳୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ହିମାଚଳ ପ୍ରଦେଶର ଜଣେ ୨୦ ବର୍ଷୀୟ ଯୁବତୀ ଅଛନ୍ତି । ଅଧିକାରୀମାନେ…