କେତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥାଏ ରଥଯାତ୍ରା
ମହାପ୍ରଭୁ ଜଗନ୍ନାଥଙ୍କର ପବିତ୍ର ରଥଯାତ୍ରା କେବେ ଠାରୁ ଆରମ୍ଭ ହୋଇଛି ତାହାର କୌଣସି ସଠିକ୍ ଦିନ ବା ତାରିଖ ଇତିହାସ ପୃଷ୍ଠାରେ ଉଲ୍ଲେଖ କରାଯାଇନଥିଲେ ମଧ୍ୟ ୧୨୨୩ ଖ୍ରୀଷ୍ଟାବ୍ଦର ପରବର୍ତ୍ତୀ ସମୟରୁ ରଥଯାତ୍ରାର ପ୍ରଚଳନ ହୋଇଥିଲା ବୋଲି ବିଶିଷ୍ଟ ଐତିହାସିକ ଡକ୍ଟର…
ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା
ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ପରୀକ୍ଷା ଆଜି ଶେଷ ହୋଇଛି । ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ । ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହେବ । ସୁରୁଖୁରୁରେ ପରୀକ୍ଷା ଶେଷ ହୋଇଛି…
ଓଟର ଲୁହରୁ ଔଷଧ
ଆଖିର ଲୁହରେ ବି ଔଷଧ ତିଆରି ହୋଇପାରେ । ଏଭଳି ଏକ ବିଶେଷତ୍ୱଥିବା ଜୀବଟିଏ ହେଉଛି ଓଟ । ଗବେଷଣାରୁ ଜଣାପଡ଼ିଛି କି ଓଟର ଲୁହରେ ଯେଉଁ ରାସାୟନିକ ପଦାର୍ଥ ରହିଛି ତାହା ସାପ ବିଷକୁ ନଷ୍ଟ କରିବା ପାଇଁ ସକ୍ଷମ…
ଜଙ୍ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ: ଥାନାରେ ମାମଲା
ଭୁବନେଶ୍ଵର : ଜଣେ ବିଦେଶିନୀଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଚିତା କୁଟାଯିବା ଏବଂ ସାମାଜିକ ଗଣମାଧ୍ୟମରେ ଏହା ପ୍ରଘଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଘଟଣାକୁ କିଛି ଜଗନ୍ନାଥ ପ୍ରେମୀ ତୀବ୍ର ବିରୋଧ କରିବା ସହ ସହିଦନଗର ଥାନାରେ ଲିଖିତ…
ଅଲେଖ ମହିମା ଗାଦିରେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ: ପ୍ରସିଦ୍ଧ ଅଲେଖ ମହିମା ଗାଦିରେ ମୁଖ୍ୟମନ୍ତ୍ରୀ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଜୋରନ୍ଦା ଅଲେଖ ମହିମା ଗାଦିରେ ପହଞ୍ଚି ପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ସନ୍ଧ୍ୟାରେ ଜୋରନ୍ଦାରେ ପହଞ୍ଚିଥିଲେ…
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ରାଜ୍ୟ ଭିଜିଲାନ୍ସରେ ନୂଆ ପଦବୀ ସୃଷ୍ଟି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ…
ଚିଆ ସିଡ୍ସର ଉପକାରିତା
ଡାଏଟ୍ କଥା ଆସିଲେ ପ୍ରଥମେ ପ୍ରାଥମିକତା ଚିଆ ସିଡ୍ସକୁ ଦିଆଯାଏ। ଏହା ଓଜନ ନିୟନ୍ତ୍ରଣରେ ବେଶ୍ ସହାୟକ ହୁଏ। ଏଥିରେ ପ୍ରଚୁର ପରିମାଣରେ ଫାଇବର, ପ୍ରୋଟିନ୍, କ୍ୟାଲସିୟମ୍, ମାଙ୍ଗାନିଜ୍, ଓମେଗା-୩ ଫ୍ୟାଟି ଏସିଡ୍, ଫସଫରସ୍ ଏବଂ ଆଣ୍ଟିଅକ୍ସିଡାଣ୍ଟ ଗୁଣ ରହିଛି, ଯାହା…
ବିବାହ ପରେ ଅଭିନୟଜଗତକୁ ବାଏ ବାଏ କହିଲେ ଏହି ସାଉଥ୍ ଅଭିନେତ୍ରୀ!
ହାଇଦ୍ରାବାଦ: ବିବାହ ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ସାଉଥ୍ ଅଭିନେତ୍ରୀ କୀର୍ତ୍ତି ସୁରେଶ। ସେଇଟି ହେଲା ଅଭିନୟ ଦୁନିଆକୁ ବାଏ ବାଏ କରିବା। ଏକଥା ଆମେ କହୁନାହୁଁ। ବରଂ ସୋସିଆଲ ମିଡିଆରେ ଖବର ଭାଇରାଲ ହେଉଛି। ତାଙ୍କ ପାଖରେ ଏବେ ମାତ୍ର…
ବର୍ଷା କ୍ଷୟକ୍ଷତିର ଆକଳନ ହେବ: ମନ୍ତ୍ରୀ
ଭୁବନେଶ୍ୱର: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତିର ଆକଳନ ହେବ । କ୍ଷୟକ୍ଷତି ପାଇଁ ମନ୍ତ୍ରୀ ବିଭୂତି ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି । ଅନେପଟେ ଜିଲ୍ଲାପାଳ ତଥା ଆରସିଡିଙ୍କୁ ମଧ୍ୟ କ୍ଷୟକ୍ଷତିର ତଦାରଖ ଲାଗି ଦାୟିତ୍ୱ ଦିଆଯାଇଛି । କ୍ଷୟକ୍ଷତି ଆକଳନ ପରେ…
ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା
ଭୁବନେଶ୍ୱର: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ…