ସ୍ନାନ ପୂର୍ବରୁ ତୈଳ କାହିଁକି ଲଗାନ୍ତି ଜାଣନ୍ତୁ…
ସାମ୍ପ୍ରତିକ ପରିସ୍ଥିତିରେ ସମାଜରେ ଏକ ବ୍ୟାପକ ପରିବର୍ତ୍ତନ ଦେଖାଯାଉଛି। ଦୈନନ୍ଦିନ ଆହାରବିହାର, ଖାଦ୍ୟପେୟ, ପୋଷାକ ପରିଧାନ ଆଦି ବାହ୍ୟ ଦେଶର ଚାଲିଚଳଣି ଚାକଚକ୍ୟକୁ ଅନୁକରଣ କରିବା ଏକ ଧାରାରେ ପରିଣତ ହୋଇଗଲାଣି। ଅଧିକାଂଶ ବ୍ୟକ୍ତି ଆମର ଦେଶୀୟ ଚାଲିଚଳଣି ପାରମ୍ପରିକ ରିତିନୀତିଠାରୁ…
ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ!
ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍-ଏ, ଭିଟାମିନ୍ ‘ସି’, ଭିଟାମିନ୍ ‘ଇ’, ଫଲିକ୍ ଏସିଡ଼୍, ଲୌହ, କ୍ୟାଲ୍ସିୟମ୍, ପୋଟାସିୟମ୍ ଓ ମ୍ୟାଗ୍ନେସିୟମ୍ ଇତ୍ୟାଦି ଉପାଦାନ ଭରି ରହିଛି।…
ଘରେ ଝାଡ଼ୁକୁ ରଖୁଛନ୍ତି କି ?
ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର କଲେ ଶୁଭଫଳ ମିଳିଥାଏ, ଜାଣନ୍ତୁ ସେ ସମ୍ପର୍କରେ… * କଦାପି ଭାଙ୍ଗି ଯାଇଥିବା ଝାଡ଼ୁକୁ…
କେଶ ଝଡୁଥିଲେ ଆପଣାନ୍ତୁ ଏହି ଉପାୟ!
କେଶ କୁଣ୍ଡାଇବା ସମୟରେ ଆମେ କେତୋଟି ଛୋଟମୋଟ ଭୁଲ୍ କରିଥାଉ,ଯାହା ଆମ କେଶ ଝଡ଼ିବାରେ ସମସ୍ୟା ହୋଇଥାଏ। ଆସନ୍ତୁ, ଜାଣିବା ଠିକ୍ ଉପାୟରେ କିପରି ମୁଣ୍ଡ କୁଣ୍ଡାଇଲେ କେଶ ଝଡ଼ିବ ନାହିଁ। ଅପରିଷ୍କାର ପାନିଆରେ ମୁଣ୍ଡ କୁଣ୍ଡାନ୍ତୁନାହିଁ: ଅପରିଷ୍କାର ପାନିଆରେ ବ୍ୟାକ୍ଟେରିଆ…
ଘରେ ମୟୂର ପ୍ରତିମା ରଖୁଛନ୍ତି କି?
ବାସ୍ତୁଶାସ୍ତ୍ର ଅନୁଯାୟୀ, ମୟୂର ପ୍ରତିମା ରଖିବା ଦ୍ୱାରା ଘରେ ସକାରାତ୍ମକ ଊର୍ଜାର ଆଗମନ ହୋଇଥାଏ। ବିଶେଷକରି ରୁପାର ମୟୂର ପ୍ରତିମା ଘର ପାଇଁ ଅଧିକ ଶୁଭଫଳ ଆଣିଥାଏ। ତେବେ ମୟୂର ପ୍ରତିମାକୁ ଘରର କେଉଁ ସ୍ଥାନରେ ରଖିବା ଶୁଭ ହୋଇଥାଏ ଜାଣନ୍ତୁ…
ପିଲାମାନଙ୍କୁ ସବୁକ୍ଷେତ୍ରରେ ସଫଳ କରିବାକୁ ଚାହୁଁଥିଲେ କରନ୍ତୁ ଏମିତି
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର…. ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟିରଖନ୍ତୁ। ପରିବାରର ସମସ୍ତଙ୍କୁ ସେମାନେ କିଭଳି ବ୍ୟବହାର କରୁଛନ୍ତି ଲକ୍ଷ୍ୟ ରଖନ୍ତୁ।…
ଦୋଷୀ ସାବ୍ୟସ୍ତ ପରେ କୋର୍ଟରୁ ଚମ୍ପଟ୍ ମାରିଲେ ୨ଲୁଟେରା
ଏଟିଏମ୍ ଲୁଟ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍ରୁ ଚମ୍ପଟ ମାରିଲେ ଦୁଇ ରାଜ୍ୟ ବାହାର ଲୁଟେରା। ଆଜି ଅପରାହ୍ନରେ ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ଚମ୍ପଟ ମାରିଥିବା ଦୁଇ ଦୋଷୀଙ୍କୁ ଧରିବା ପାଇଁ ପୁଲିସ…
ଅନୁରାଗ ପଣ୍ଡାଙ୍କୁ ଜୀବନ ସାଥୀ କଲେ ଏଲିନା
ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଲିଉଡ୍ ଅଭିନେତ୍ରୀ ଏଲିନା ସାମନ୍ତରାୟ। ରିଲ୍ ନୁହେଁ ରିଏଲ୍ ଲାଇଫରେ ତାଙ୍କର ବାଜିଛି ସାହାନାଇ। ସାତଜନ୍ମର ସାଥି ପାଇଛନ୍ତି ଏଲିନା। ସିକ୍ରେଟ ମ୍ୟାରେଜ୍ କରି ଫ୍ୟାନଙ୍କୁ ସରପ୍ରାଇଜ୍ କରିଛନ୍ତି। ଭୁବନେଶ୍ୱରର ବ୍ୟବସାୟୀ ଅନୁରାଗ ପଣ୍ଡାଙ୍କୁ…