ଜୟସଓ୍ବାଲଙ୍କ ଶତକ, ଦୃଢ଼ ସ୍ଥିତିରେ ଭାରତ

ନୂଆଦିଲ୍ଲୀ: ପର୍ଥରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ଦୃଢ଼ ସ୍ଥିତିରେ ରହିଛି। ୩ୟ ଦିନର ଖେଳ ଜାରି ରହିଥିବାବେଳେ ଟିମ ଇଣ୍ଡିଆ ଏହାର ୨ୟ ପାଳିରେ ୧ ଉଇକେଟ ହରାଇ ୨୭୫ ରନ ସଂଗ୍ରହ କରିସାରିଛି। ଯଶସ୍ଵୀ…

Continue reading
ପର୍ଥ ଟେଷ୍ଟ: ୧୦୪ରେ ଅଷ୍ଟ୍ରେଲିଆ ଅଲ୍ ଆଉଟ୍

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ପ୍ରଥମେ ଅଷ୍ଟ୍ରେଲିଆ ବୋଲରଙ୍କ ପରେ ଭାରତୀୟ ବୋଲର୍ ଦେଖାଇଛନ୍ତି ଯାଦୁ। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ। ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ…

Continue reading
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର

ଭୁବନେଶ୍ୱର: ରାଜ୍ୟବ୍ୟାପୀ କ୍ରିକେଟ୍ ଦର୍ଶକ ଏବଂ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ ଦର ହ୍ରାସ ପାଇଛି। ସର୍ବନିମ୍ନ ୧୦୦…

Continue reading
ଟେଷ୍ଟ ମ୍ୟାଚ୍ ଖେଲିବେନି ରୋହିତ ଶର୍ମା , ଯଶପ୍ରୀତ ବୁମରା ନେବେ ନେତୃତ୍ୱ

ପର୍ଥରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ମ୍ୟାଚରୁ ବାଦ୍ ପଡ଼ିପାରନ୍ତି ଅଧିନାୟକ ରୋହିତ ଶର୍ମା। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚରେ ରୋହିତ ଶର୍ମା ଦଳରେ ରହିବେ ନାହିଁ। ଏନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ସୂତ୍ରରୁ ପ୍ରକାଶ ରିପୋର୍ଟ…

Continue reading
ଗୌତମ ଗମ୍ଭିରଙ୍କୁ ମିଳିଲା ଆଶ୍ୱସ୍ତି: ହାଇ କୋର୍ଟ

ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନ ଟିମ ଇଣ୍ଡିଆର ମୁଖ୍ୟ କୋଚ୍‌ ରହିଥିବା ଗୌତମ ଗମ୍ଭୀରଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଏକ ଠକେଇ ମାମଲାରେ ସାମୟିକ ସୁରକ୍ଷା ଦେଇଛନ୍ତି। ଗମ୍ଭୀର ଓ ଆଉ କିଛି ଲୋକ ଘର କିଣିବାକୁ…

Continue reading
ପର୍ଥ ଟେଷ୍ଟରୁ ଗିଲ୍‌ ବାଦ୍‌, ପାଡ଼ିକଲ ସାମିଲ

ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ଶୃଙ୍ଖଳା ଚଳିତ ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ଉକ୍ତ ଟେଷ୍ଟ ଶୃଙ୍ଖଳା ଆରମ୍ଭ ପୂର୍ବରୁ ଭାରତକୁ ବଡ୍‌ ଝଟକା ଲାଗିଛି। ଭାରତୀୟ ବ୍ୟାଟ୍‌ସମ୍ୟାନ ଶୁବମାନ ଗିଲ୍‌…

Continue reading
‘ଚାମ୍ପିୟନ୍ସ ଟ୍ରଫି ଟୁର୍’ ନୂଆ କାର୍ୟ୍ୟସୂଚୀ

ନୂଆଦିଲ୍ଲୀ: ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିସିସିଆଇ ଓ ପାକିସ୍ତାନ କ୍ରିକେଟ ବୋର୍ଡ ମଧ୍ୟରେ ଲାଗି ରହିଥିବା ବିବାଦ ମଧ୍ୟରେ ଟ୍ରଫି ପାକିସ୍ତାନରେ ଟୁର୍ ଆରମ୍ଭ କରିଛି। ଚାମ୍ପିୟନ୍ସ ଟ୍ରଫିକୁ ପାକ୍ ଅଧିକୃତ କଶ୍ମୀର ବା ପିଓକେକୁ ନେଇଯିବା ପାଇଁ ଯୋଜନା କରିଥିବା…

Continue reading
ପର୍ଥ ଟେଷ୍ଟ ଖେଳିବେନି ରୋହିତ

ନୂଆଦିଲ୍ଲୀ : ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଦ୍ବିତୀୟ ସନ୍ତାନର ପିତା ହୋଇଛନ୍ତି। ରୋହିତଙ୍କ ପତ୍ନୀ ଋତିକା ମୁମ୍ବଇର ଏକ ଘରୋଇ ଡାକ୍ତରଖାନାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ତାଙ୍କର ଏକ ଝିଅ ଥିଲା। ଏହି ଖବର…

Continue reading
ଦକ୍ଷିଣ-ଆଫ୍ରିକାରେ ଟି-ଟ୍ୱେଣ୍ଟି ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ଦକ୍ଷିଣ-ଆଫ୍ରିକାରେ ଟି-୨୦ ସିରିଜ ଜିତିଲା ଭାରତ । ଘରୋଇ ଦକ୍ଷିଣ ଆଫ୍ରିକାକୁ ୪ଟିକିଆ ଟି-୨୦ ସିରିଜରେ ୧/୩ରେ ମାତ ଦେଇଛି ସୂର୍ୟ୍ୟକୁମାର ଯାଦବଙ୍କ ଟିମ୍‌ ଇଣ୍ଡିଆ । ଜୋହାନ୍ସବର୍ଗରେ ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ସଞ୍ଜୁ ସାମସନଙ୍କ ୧୦୯ ଓ ତିଳକ…

Continue reading
ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର

ଭୁବନେଶ୍ୱର: ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାଗୁଡ଼ିକରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ରାଜ୍ୟର ୧୨୯ଜଣ ସଫଳ କ୍ରୀଡ଼ାବିତଙ୍କୁ ରାଜ୍ୟ ସରକାର  ଆର୍ଥିକ  ପୁରସ୍କାର ପ୍ରଦାନ କରିଛନ୍ତି । ୧୫ଟି କ୍ରୀଡ଼ାବର୍ଗର…

Continue reading