ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ୟ୍ୟ କଲା ଓସିଏ
ଭୁବନେଶ୍ୱର: ୨୦୨୫ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ୟ୍ୟ କଲା ଓଡ଼ିଶା କ୍ରିକେଟ ଆସୋସିଏସନ ବା ଓସିଏ। ଓସିଏ ସମ୍ମିଳନୀ କକ୍ଷରେ ବସିଥିବା ସ୍ୱତନ୍ତ୍ର…