Essar ଗ୍ରୁପ୍ ସହ ପ୍ରତିଷ୍ଠାତାଙ୍କ ପରଲୋକ

ଏସାର ଗ୍ରୁପ (Essar Group)ର ସହପ୍ରତିଷ୍ଠାତା ଶଶି ରୁଇଆଙ୍କ ପରଲୋକ। ସୋମବାର ଶଶି ରୁଇଆଙ୍କ ପରଲୋକ ଘଟି ଥିବାବେଳେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୮୦ ବର୍ଷ ବୟସରେ ଏହି ବ୍ୟସାୟୀଙ୍କ ମୃତ୍ୟୁ ହୋଇଛି। ଉଦ୍ୟୋଗୀ ତଥା ଶିଳ୍ପପତି ଶଶି ରୁଇଆ ୧୯୬୫ ମସିହାରେ ତାଙ୍କ ବାପା ନନ୍ଦ କିଶୋର ରୁଇଆଙ୍କ ପରାମର୍ଶରେ ବ୍ୟବସାୟିକ କ୍ୟାରିଅର୍ ଆରମ୍ଭ କରିଥିଲେ। ସେ ତାଙ୍କ ଭାଇ ରବି ରୁଇଆଙ୍କ ସହ ଏସାର ପ୍ରତିଷ୍ଠା କରିଥିଲେ। କମ୍ପାନୀର ବ୍ୟବସାୟ ରଣନୀତି, ଅଭିବୃଦ୍ଧି ଏବଂ ବିବିଧକରଣରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଶଶି।
ଶଶି ରୁଇଆ ଅନେକ ଜାତୀୟ ସଂସ୍ଥା ଏବଂ ଶିଳ୍ପ ସଙ୍ଗଠନରେ ସକ୍ରିୟ ଭାବରେ ଜଡ଼ିତ ଥିଲେ। ସେ ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବରସ୍ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ପରିଚାଳନା କମିଟିରେ କାର୍ଯ୍ୟ କରିଥିଲେ। ଏଥିସହ ଭାରତ-ଆମେରିକା ମିଳିତ ବ୍ୟବସାୟ ପରିଷଦର ଅଧ୍ୟକ୍ଷ ଥିଲେ ଶଶି ରୁଇଆ।

ଏହା ବ୍ୟତୀତ ଭାରତୀୟ ଜାତୀୟ ଜାହାଜ ମାଲିକ ସଂଘର ପୂର୍ବତନ ସଭାପତି ତଥା ଉଭୟ ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋ-ଆମେରିକା ସିଇଓ ଫୋରମ୍ ଏବଂ ଭାରତ-ଜାପାନ ବ୍ୟବସାୟ ପରିଷଦର ସଦସ୍ୟ ଥିଲେ।

Related Posts

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି…

Leave a Reply

Your email address will not be published. Required fields are marked *

You Missed

ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା