ପୁଣି ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ବ୍ୟୁରୋ: ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା । ପୂର୍ବରୁ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ପିଲାଙ୍କ ପାଇଁ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା । ପୂର୍ବର୍ରୁ ଏହା ୮ଟଙ୍କା ୮୨ ପଇସା । ତେବେ ନୂଅ ବିଜେପି ସରକାର ଆସିବା ପରେ ମଧ୍ୟାହ୍ନ ଭୋଜନରେ ୧ଟଙ୍କା ବୃଦ୍ଧି ହୋଇଥିଲା । ପୁଣି ଥରେ ଖର୍ଚ୍ଚକୁ ସଂଶୋଧନ କରି ନୂଆ ଖର୍ଚ୍ଚ ଲାଗୁ କରିଛନ୍ତି ସରକାର । ଡିସେମ୍ବରରୁ ଲାଗୁ ହେବ ଏହି ନୂଆ ଖର୍ଚ୍ଚ ।

  • Related Posts

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ…

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଭୁବନେଶ୍ଵର : ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ନୂଆ ବ୍ରାଣ୍ଡ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ