ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ…