୧୯ ବର୍ଷରେ ପାଦ ଥାପିଲା ସୋଆ, ସମାଜକୁ ଅଧିକ ସେବା ପ୍ରଦାନ ପାଇଁ ରହିଛି ଲକ୍ଷ୍ୟ: କୁଳପତି
ଭୁବନେଶ୍ୱର : ଗୁଣବତା ଶିକ୍ଷା, ସ୍ୱାସ୍ଥ୍ୟ ସେବା ଏବଂ ଗବେଷଣାକୁ ଅଗ୍ରାଧିକାର ଓ ସର୍ବାଧିକ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ୧୮ ବର୍ଷ ପୂରଣ କରି ୧୯ରେ ପାଦ ଥାପିଥିବା ବେଳେ ଭବିଷ୍ୟତରେ ଦେଶର ଆଗଧାଡ଼ିର ଶିକ୍ଷାନୁଷ୍ଠାନ…